ଅପରାଧ ବାଣପୁର: ବନ୍ଧୁକ ଦେଖାଇ ସ୍ପଷ୍ଟ ଦିବାଲୋକରେ ୬ ଲକ୍ଷରୁ ଊର୍ଦ୍ଧ୍ଵ ଟଙ୍କା ଲୁଟିନେଲେ ଦୁର୍ବୁତ୍ତ ସୀତାରାମ ଅଗ୍ରୱାଲ ବାଣପୁର: ଲକ ଡ଼ାଉନରେ ବନ୍ଧୁକ ଦେଖାଇ ଲକ୍ଷାଧିକ ଟଙ୍କା ଦୁର୍ବୁତ୍ତ ଲୁଟିନେଇଛନ୍ତି। ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଶକ୍ତି ସିନେମା ହଲ ନିକଟରେ ଏପରି…