ଆଜିର ଖବର ପ୍ରାୟ ୧.୫ କୋଟି ମୋବାଇଲ୍ ଗ୍ରାହକଙ୍କ ସହିତ ଓଡ଼ିଶା ବଜାରରେ ନିଜର ୧ ନମ୍ବର ସ୍ଥାନ ଅଧିକ ସୁଦୃଢ କଲା ଜିଓ ଭୁବନେଶ୍ୱର: ଓଡ଼ିଶାରେ ସର୍ବାଧିକ ପସନ୍ଦଯୋଗ୍ୟ ଏବଂ ୧ ନମ୍ବର ଡିଜିଟାଲ ସେବା ଯୋଗାଣକାରୀ ଭାବରେ ନିଜର ନେତୃତ୍ୱ ସ୍ଥାନକୁ ଅଧିକ ସୁଦୃଢ କରି ରିଲାଏନ୍ସ ଜିଓ ରାଜ୍ୟରେ…