ଆଜିର ଖବର ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ରରେ ନବନିଯୁକ୍ତ କର୍ମଚାରୀଙ୍କ ମାର୍ଗଦର୍ଶନ କଲେ ପିଆଇବି ଏଡିଜି ଭୁବନେଶ୍ୱର: ଦୂରଦର୍ଶନ କେନ୍ଦ୍ର, ଭୁବନେଶ୍ୱରର ସମାଚାର ପ୍ରଭାଗରେ ନବନିଯୁକ୍ତ ଚୁକ୍ତିଭିତ୍ତିକ କର୍ମଚାରୀ ଏବଂ ପ୍ରଶିକ୍ଷାର୍ଥୀ ସାମ୍ବାଦିକମାନଙ୍କୁ ନେଇ ଆଜି ଏକ ମତ ବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…