ଜାତୀୟ ଖବର ଦେବଭୂମି ପ୍ରୟାଗରାଜରେ ଆନନ୍ଦ ଉଲ୍ଲାସର ସହ ପାଳିତ ହେଲା ୭୬ତମ ସାଧାରଣତନ୍ତ୍ର ଦିବସ ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ବିଶ୍ୱାସ ଓ ଭକ୍ତିର ଏହି ଅନନ୍ୟ ମେଳାରେ ସଙ୍ଗମରେ ବୁଡ ପକାଇବା ପାଇଁ ଶହ ଶହ ଶ୍ରଦ୍ଧାଳୁ ଏକତ୍ରିତ ହୋଇଥିଲେ।…