ଦେବାଶୀଷ ନାୟକ

ଭୁବନେଶ୍ବର: ଗତକାଲି ବିଜେପି ତରଫରୁ ଘୋଷଣା ହୋଇଥିବା ପ୍ରାର୍ଥୀ ତାଲିକାରେ ବରୀରୁ ପୂର୍ବତନ ମନ୍ତ୍ରୀ ଦେବାଶୀଷ ନାୟକଙ୍କ ନାମ ନାହିଁ। ତାଙ୍କ ବଦଳରେ ଦଳ ଉମେଶ ଚନ୍ଦ୍ର…