ବିଶେଷ ଖବର ଓଡ଼ିଶାରେ ୭୩୨ କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପଗୁଡ଼ିକୁ ଦେଶବାସୀଙ୍କୁ ସମର୍ପଣ କରିବେ ରାଷ୍ଟ୍ରପତି ଭୁବନେଶ୍ୱର: ରେଳ ଭିତ୍ତିଭୂମି, ପରିଚାଳନା ଦକ୍ଷତା ଏବଂ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ସଫଳତା ସ୍ୱରୂପ, ପ୍ରଧାନମନ୍ତ୍ରୀଙ୍କ ଗରିମାମୟ ଉପସ୍ଥିତିରେ ରାଷ୍ଟ୍ରପତି ୨୦ ଜୁନ୍ ୨୦୨୬ରେ ରାଇରଙ୍ଗପୁର…