ଆଜିର ଖବର ଆଲୁମିନିୟମ ପରିବହନ ଏବଂ ଠିକା ଶ୍ରମିକଙ୍କ ଦୈନିକ ମଜୁରୀ ବୃଦ୍ଧି ନେଇ ଆଲୋଚନା କଲେ କେନ୍ଦ୍ରମନ୍ତ୍ରୀ ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ନୂଆଦିଲ୍ଲୀ ଠାରେ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଏବଂ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ନୂଆଦିଲ୍ଲୀ ସ୍ଥିତ କାର୍ଯ୍ୟାଳୟରେ ସାକ୍ଷାତ୍…