ଆଜିର ଖବର ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ହେଲେ ଓଡିଶାର ଦୁଇ ଶିକ୍ଷକ: ଆସନ୍ତା ୫ରେ ରାଷ୍ଟ୍ରପତି କରିବେ ପୁରଷ୍କୃତ ଭୁବନେଶ୍ଵର: ଚଳିତ ବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି ଓଡ଼ିଶାର ଦୁଇ ଜଣ ଶିକ୍ଷକ। କଳାହାଣ୍ଡି ଜିଲ୍ଲାର ନର୍ଲାସ୍ଥିତ ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟର…