ଧରାବତରଣ

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲାର ପ୍ରସିଦ୍ଧ ଶକ୍ତିପୀଠ ବାଣପୁରର ଆରାଧ୍ୟା ଦେବୀ ମା’ଭଗବତୀଙ୍କ ମନ୍ଦିରରେ ମା’ଙ୍କ ଜନ୍ମୋତ୍ସବ ନୀତିକାନ୍ତି ଜନ୍ମାଷ୍ଟମୀ ତିଥିରେ ମହାଆଡମ୍ବରରେ ପାଳିତ ହୋଇଛି।…