ବିଶେଷ ଖବର ଆତ୍ମହତ୍ୟା ଏକ ସାମାଜିକ ବ୍ୟାଧି ସୁବାଷ କୁମାର ତାରଣିଆଁ ଆତ୍ମହତ୍ୟା କରିବାର ପ୍ରବଣତା ମନୁଷ୍ୟ ମଧ୍ୟରେ କେଉଁ ଆବହମାନ କାଳରୁ ରହିଆସିଛି। ଆତ୍ମହତ୍ୟାକୁ ଏକ ମହାପାପ ବୋଲି ସବୁ ଧର୍ମଗ୍ରନ୍ଥରେ ଉଲ୍ଲେଖ ରହିଛି।…