ଜାତୀୟ ଖବର ‘ନକ୍ସଲ ମୁକ୍ତ ଭାରତ’ କାର୍ଯ୍ୟକ୍ରମର ଉଦଯାପନୀ ଅଧିବେଶନକୁ ସମ୍ବୋଧିତ କଲେ କେନ୍ଦ୍ର ଗୃହ ମନ୍ତ୍ରୀ ନୂଆଦିଲ୍ଲୀ: କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ ନୂଆଦିଲ୍ଲୀରେ ‘ଭାରତ ମନ୍ଥନ-୨୦୨୫: ନକ୍ସଲ ମୁକ୍ତ ଭାରତ, ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ଲାଲ ଆତଙ୍କବାଦର ସମାପ୍ତି’…