ନବ ଭାରତ ସାକ୍ଷରତା ସଚେତନତା

ରଣପୁର: ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମକୁ ଜନଆନ୍ଦୋଳନର ରୂପ ଦେବା ଲକ୍ଷ୍ୟରେ ରଣପୁର ବ୍ଲକ ମହତପଲ୍ଲା ବିଦ୍ୟାଳୟ ପକ୍ଷରୁ ଏକ ଆକର୍ଷଣୀୟ ସାକ୍ଷରତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…