ଜାତୀୟ ଖବର ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ନବୀନଙ୍କ ଦିଗ୍ଦର୍ଶନ, ନିଜ ଅଞ୍ଚଳର ବିକାଶ କରି ପରିଚୟ ସୃଷ୍ଟି କର ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କ ଦିଗ୍ବିନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇ ଗାଁର ସମସ୍ୟାକୁ ନିଜ ସମସ୍ୟା ଭାବେ ଗ୍ରହଣ…