ବିଶେଷ ଖବର ଘୋଷଣା ହେଲା ଆମ ଓଡିଶା ନବୀନ ଓଡିଶା ପାଇଁ ସଂଯୋଜକ, ମୁଖ୍ୟମନ୍ତ୍ରୀ ଦେଲେ ନିଯୁକ୍ତି ଭୁବନେଶ୍ବର: ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସୁଗମ ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୧୬ ଜଣ ସଂଯୋଜକଙ୍କୁ ନିଯୁକ୍ତ କରିଛନ୍ତି। ଯେଉଁ ସଂଯୋଜକମାନେ…