ଆଜିର ଖବର ଭି ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ତାଙ୍କ ସଂପର୍କରେ କହିଲେ ଏପରି କଥା ଭୁବନେଶ୍ବର: ରାଣୀ ଭି ସୁଜ୍ଞାନ କୁମାରୀ ଦେବୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେ ଏକ ବାର୍ତ୍ତାରେ କହିଛନ୍ତି ଯେ, ବିଶିଷ୍ଟ ରାଜନୀତିଜ୍ଞ…