ଜାତୀୟ ଖବର ଅଣୁ,କ୍ଷୁଦ୍ର ଉଦ୍ୟୋଗୀଙ୍କୁ ସଶକ୍ତ ପାଇଁ ନାଲ୍କୋ ତରଫରୁ ଶୁଭାରମ୍ଭ ହେଲା ‘ନମସ୍ୟ’ ମୋବାଇଲ ଆପ୍ ନୂଆଦିଲ୍ଲୀ, ଜାତୀୟ ଆଲୁମିନିୟମ କମ୍ପାନୀ ଲିମିଟେଡ ବା ନାଲ୍କୋ, ଅଣୁ ଓ କ୍ଷୁଦ୍ର ଉଦ୍ୟୋଗମାନଙ୍କୁ ସଶକ୍ତ କରାଇବା ଉଦ୍ଦେଶ୍ୟରେ ଏକ ଆଧୁନିକ ଓ ଅଭିନବ ପ୍ଲାଟଫର୍ମ ନାଲ୍କୋ…