ନୂଆଦିଲ୍ଲୀ/ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୨୭ ତାରିଖରେ ନୂଆଦିଲ୍ଲୀର ତାଳକଟୋରା ଇନଡୋର୍ ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମର ଷଷ୍ଠ ସଂସ୍କରଣରେ…
ନରେନ୍ଦ୍ର ମୋଦି
ଭୁବନେଶ୍ୱର: ଅନୁଗୋଳ ଜିଲ୍ଲା ଜାତୀୟ ରାଜପଥ -୫୩କୁ ସମ୍ପ୍ରସାରଣ କରିବା ସହ ଏହାକୁ ଦୁଇ ଲେନ୍ ବିଶିଷ୍ଟ କରିବା ପାଇଁ ୧୭୪.୨୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି…
ବାରଣାସୀ: ‘କାଶୀ ତାମିଲ ସଙ୍ଗମମ’ ବାସ୍ତବରେ ଭାରତର ବିବିଧତା ଏବଂ ବିଶେଷତାର ଉତ୍ସବ। ଏଥିପାଇଁ ଏହି କାର୍ଯ୍ୟକ୍ରମ ନିଜ ନିଜ ମଧ୍ୟରେ ବିଶେଷ ଏବଂ ଅଦ୍ୱିତୀୟ ବୋଲି…
ଭୁବନେଶ୍ୱର: ଦେଶର ଲୋକପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ସ୍ୱାଧୀନତା ଦିବସ ଅବସରରେ ଆଗାମୀ ୨୫ ବର୍ଷ ପାଇଁ ଦେଶବାସୀଙ୍କୁ ଦାୟିତ୍ୱ ଓ କର୍ତ୍ତବ୍ୟର କଥା କହିଛନ୍ତି।…
ନୂଆଦିଲ୍ଲୀ: ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ଦେଶର ଅନେକ ଭାଗରେ ସୂର୍ଯ୍ୟ ଉପାସନାର ମହାନ ପର୍ବ ଛଠ୍ ପାଳିତ ହେଉଛି । ଛଠ୍ ପର୍ବରେ…
ନୂଆଦିଲ୍ଲୀ/ଭୁବନେଶ୍ୱର: ଦେଶର ପ୍ରତ୍ୟେକ ଆଇଆଇଟି ହେଉଛି ରତ୍ନଭଣ୍ଡାର। ଜ୍ଞାନ ଏବଂ ଅଭିଜ୍ଞତାର ଗନ୍ତାଘର ଆଇଆଇଟି ଦେଶର ଭବିଷ୍ୟତ ପାଇଁ ରାସ୍ତା ସୁଗମ କରିବ ବୋଲି ଆଜି ଆଇଆଇଟି ଦିଲ୍ଲୀରେ…
ଭୁବନେଶ୍ବର: ମହାରାଣୀ ଏଲିଜାବେଥ୍ ଦ୍ୱିତୀୟଙ୍କ ଦେହାନ୍ତ ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରି ସମବେଦନା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, …
କୋଟା: ଆମ ଦେଶରେ ଗୁରୁ ବା ଶିକ୍ଷକ ଓ ଅଭିଭାବକଙ୍କ ସ୍ଥାନ ଅନନ୍ୟ। ଶିକ୍ଷା ପରିବାରରେ ଗୁରୁଙ୍କ ପ୍ରତି ଯଥେଷ୍ଟ ସମ୍ମାନ ଓ ଶ୍ରଦ୍ଧା ରହିଛି। ଆମ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନୂଆଖାଇର ଶୁଭ ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି: “ନୂଆଖାଇ ଜୁହାର୍ ! ସମସ୍ତଙ୍କୁ ଏହି ବିଶେଷ ଦିନର…
ନୂଆଦିଲ୍ଲୀ: ଗତକାଲି ଥିଲା ଗଣେଶ ଚତୁର୍ଥୀ। ଏହି ଉପଲକ୍ଷେ ଚାରିଆଡେ ବେଶ ଉତ୍ସବ ମୁଖର ହୋଇ ଉଠିଥିଲା। କିଏ ପେଣ୍ଡାଲରେ କିଏ ଘରେ ପ୍ରଭୃ ଗଣେଶଙ୍କୁ ଆବହନ…
ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅମୃତ କାଳରେ ପାଞ୍ଚଟି ସଂକଳ୍ପ ସମେତ ଭାରତକୁ ବିକଶିତ ରାଷ୍ଟ୍ର ଭାବରେ ପରିଣତ କରିବା ପାଇଁ ନାଗରିକମାନଙ୍କୁ ଦାୟିତ୍ୱବାନ ହେବା ପାଇଁ ଆହ୍ୱାନ…
ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଷ୍ଟ୍ରୀୟ ଶିକ୍ଷା ନୀତି-୨୦୨୦ (ଏନଇପି) ଦେଶର ଶିକ୍ଷା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣି ଏକ ସଶକ୍ତ ଏବଂ ଆତ୍ମନିର୍ଭର ଭବିଷ୍ୟତ ପାଇଁ…
ହାଇଦ୍ରାବାଦ/ଭୁବନେଶ୍ୱର: ଦୀର୍ଘ ୩୪ ବର୍ଷ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ପ୍ରଣୀତ ନୂଆ ଜାତୀୟ ଶିକ୍ଷା ନୀତି-୨୦୨୦(ଏନଇପି) ବିଶ୍ୱର ପରିବର୍ତିତ ଦୃଶ୍ୟପଟ୍ଟରେ ଭାରତକୁ ଶିଖରରେ ରଖିବା…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମହୀସୁରର ଆଇକନିକ୍ ପ୍ୟାଲେସ୍ ସମ୍ମୁଖରେ ଆନ୍ତର୍ଜାତୀୟ ଯୋଗ ଦିବସର ଅଷ୍ଟମ ସଂସ୍କରଣର ନେତୃତ୍ୱ ନେଇଛନ୍ତି। ଏଥିରେ କର୍ଣ୍ଣାଟକର ରାଜ୍ୟପାଳ ଥାୱାର…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୯ ଜୁନ୍ ଦିନ ପୂର୍ବାହ୍ନ ୧୦:୩୦ ରେ ନୂଆଦିଲ୍ଲୀର ପ୍ରଗତି ମଇଦାନରେ ବାୟୋଟେକ୍ ଷ୍ଟାର୍ଟଅପ୍ ଏକ୍ସପୋ – ୨୦୨୨ ର…
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୮ ବର୍ଷ ପୂର୍ତି ଉପଲକ୍ଷେ ଆଜି ସମଗ୍ର ଭାରତବର୍ଷରେ ସେବା, ସୁଶାସନ ଓ ଗରିବ କଲ୍ୟାଣର କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଅଛି…
ନୂଆଦିଲ୍ଲୀ: ପ୍ରଖ୍ୟାତ ସାହିତ୍ୟିକ ତଥା ଜଗନ୍ନାଥ ଗବେଷକ ରଜତ କରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି। ସେ ଟୁଇଟି କରି କହିଛନ୍ତି ଯେ,…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦ୍ୱିତୀୟ ଇଣ୍ଡିଆ-ନର୍ଡିକ ଶିଖର ସମ୍ମିଳନୀ ଅବସରରେ କୋପେନହାଗେନ ଠାରେ ଆଇସଲ୍ୟାଣ୍ଡ ପ୍ରଧାନମନ୍ତ୍ରୀ ମହାମହିମ ସୁଶ୍ରୀ କାତ୍ରିନ ଜାକୋବ୍ସଦତ୍ତିରଙ୍କ ସହ ଦ୍ୱିପାକ୍ଷିକ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡେନମାର୍କ ଗସ୍ତ ସମୟରେ ସେ ସେହି ଦେଶର ଏକ ପ୍ରତିନିଧୀ ମଣ୍ଡଳକୁ ସମ୍ବୋଧୀତ କରିଥିଲେ। ତାହା ଓଡିଆ ରୂପାନ୍ତର ହେଲା ମାନ୍ୟବର,…
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ଦୁଇଦିନିଆ ଗୁଜୁରାଟ ଗସ୍ତ ବେଳେ ତାଙ୍କ ମାଆ ହୀରାବେନ ମୋଦିଙ୍କୁ ସାକ୍ଷାତ କରିଛନ୍ତି। ମୋଦି ଗାନ୍ଧୀନଗରରେ ଥିବା ନିଜ ବାସଭବନକୁ ଯାଇ ପ୍ରଥମେ…
ଭୁବନେଶ୍ୱର: ‘ସବ୍କା ସାଥ୍, ସବ୍କା ବିକାଶ, ସବ୍କା ବିଶ୍ୱାସ, ସବ୍କା ପ୍ରୟାସ’କୁ ପାଥେୟ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଗତ ୧ ତାରିଖ…