ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ଚଳିତ ବର୍ଷର ସ୍ୱାଧୀନତା ଦିବସର ବିଷୟବସ୍ତୁ “ନୂଆ ଭାରତ” ସହିତ ୭୯ତମ ସ୍ୱାଧୀନତା ଦିବସ ଉତ୍ସବରେ ପ୍ରାୟ ୨୧୦ ଜଣ ନିର୍ବାଚିତ ପଞ୍ଚାୟତ ପ୍ରତିନିଧି ଯେଉଁଥିରେ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୭୯ତମ ସ୍ୱାଧୀନତା ଦିବସ ଅବସରରେ, ଆତ୍ମନିର୍ଭର ଭାରତକୁ ବିକଶିତ ଭାରତର ଏକ ପ୍ରମୁଖ ଭିତ୍ତିଭୂମି ଭାବରେ ରେଖାଙ୍କିତ କରି ପ୍ରତିରକ୍ଷା, ପ୍ରଯୁକ୍ତିବିଦ୍ୟା,…

ନୂଆଦିଲ୍ଲୀ: ୭୯ ତମ ସ୍ୱାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତର କୃଷକମାନଙ୍କୁ ଭାବପ୍ରବଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ, ସେମାନଙ୍କୁ ଦେଶର ନିର୍ଭରଶୀଳତାରୁ ଆତ୍ମନିର୍ଭରଶୀଳତା ଯାତ୍ରାର ମେରୁଦଣ୍ଡ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ଦ୍ୱାଦଶ ସ୍ୱାଧୀନତା ଦିବସ ଅଭିଭାଷଣ ଅବସରରେ, ଭାରତ ଅଭ୍ୟୁତ୍ଥାନର  ନୂତନ ଅଧ୍ୟାୟ ଘୋଷଣା ପାଇଁ ଲାଲକିଲ୍ଲାର ପ୍ରାଚୀରକୁ ଏକ ଲଞ୍ଚପ୍ୟାଡରେ…

ନୂଆଦିଲ୍ଲୀ: ଜଳ ଜୀବନ ମିଶନର ଛଅ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଖୁସି ପ୍ରକାଶ କରିଛନ୍ତି। ଏହା ଏକ ପ୍ରମୁଖ ପଦକ୍ଷେପ ଯାହା ବ୍ୟକ୍ତିଗତ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୫ ଅଗଷ୍ଟ ୨୦୨୫ରେ ଦିଲ୍ଲୀର ପ୍ରସିଦ୍ଧ ଲାଲକିଲ୍ଲାରୁ ୭୯ତମ ସ୍ୱାଧୀନତା ଦିବସ ପାଳନର ନେତୃତ୍ୱ ନେବେ। ସେ ଏହି ଐତିହାସିକ ସ୍ମାରକୀ…

ନୂଆଦିଲ୍ଲୀ: ଦେଶର କୋଣ ଅନୁକୋଣରୁ ବହୁ ସଂଖ୍ୟକ କୃଷକ ସଙ୍ଗଠନ ମୁଖ୍ୟ ଏବଂ କୃଷକ ଭାଇ ଓ ଭଉଣୀମାନେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ତଥା…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଅଷ୍ଟାଦଶ ଅନ୍ତର୍ଜାତୀୟ ଜ୍ୟୋତିର୍ବିଜ୍ଞାନ ଏବଂ ନଭୋବିଦ୍ୟା ବିଜ୍ଞାନ (ଆଷ୍ଟ୍ରୋନୋମି ଏବଂ ଆଷ୍ଟ୍ରୋଫିଜିକ୍ସ) ଅଲମ୍ପିଆଡକୁ ସମ୍ବୋଧିତ କରିଛନ୍ତି…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଇଣ୍ଡିଆ ସେମିକଣ୍ଡକ୍ଟର ମିଶନ (ଆଇଏସଏମ) ଅଧୀନରେ ଆଉ ଚାରୋଟି ସେମିକଣ୍ଡକ୍ଟର ପ୍ରକଳ୍ପକୁ ମଞ୍ଜୁରୀ ଦେଇଛି।…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୟୁକ୍ରେନ ରାଷ୍ଟ୍ରପତି ଭୋଲଦିମିର ଜେଲେଁସ୍କିଙ୍କ ସହ ଟେଲିଫୋନ୍‌ ଯୋଗେ କଥା ହୋଇଛନ୍ତି। ରାଷ୍ଟ୍ରପତି ଜେଲେଁସ୍କି ୟୁକ୍ରେନର ସାମ୍ପ୍ରତିକ ଘଟଣାକ୍ରମ ସମ୍ପର୍କରେ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ବାବା ଖରକ ସିଂହ ମାର୍ଗରେ ସାଂସଦମାନଙ୍କ ପାଇଁ ନବନିର୍ମିତ ୧୮୪ଟି ଟାଇପ୍ – ୭ ବହୁତଳ ବିଶିଷ୍ଟ ଫ୍ଲାଟ୍ ଉଦଘାଟନ କରିଛନ୍ତି। ଏହି ଅବସରରେ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ବେଙ୍ଗାଲୁରୁରେ ପ୍ରାୟ ୭,୧୬୦ କୋଟି ଟଙ୍କା ମୂଲ୍ୟର ବାଙ୍ଗାଲୋର ମେଟ୍ରୋର ୟେଲୋ ଲାଇନର ଉଦଘାଟନ କରିଛନ୍ତି ଏବଂ ୧୫୬୧୦…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୧ ଅଗଷ୍ଟ ୨୦୨୫ ସକାଳ ପ୍ରାୟ ୧୦ଟାରେ ନୂଆଦିଲ୍ଲୀର ବାବା ଖରକ ସିଂହ ମାର୍ଗରେ ସାଂସଦ ମାନଙ୍କ ପାଇଁ ୧୮୪ଟି ନବନିର୍ମିତ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘରେ ଘରେ ତ୍ରିରଙ୍ଗା ଅଭିଯାନରେ ଅଭୂତପୂର୍ବ ଜନଭାଗିଦାରୀକୁ ନେଇ ଖୁସି ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଭାରତର ଲୋକମାନଙ୍କୁ ଏକତା ସୂତ୍ରରେ…

ନୂଆଦିଲ୍ଲୀ: ଛାତ୍ରମାନଙ୍କୁ “ବୈଜ୍ଞାନିକ ଭାବରେ ଗୋଟିଏ ଦିନ ବିତାଇବା” ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଇଥିବା ଆହ୍ୱାନ ଅନୁଯାୟୀ, ସ୍ୱାସ୍ଥ୍ୟ ଗବେଷଣା ବିଭାଗ (ଡିଏଚଆର) ଏବଂ ଭାରତୀୟ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ହସ୍ତତନ୍ତ ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ, ଆଜି ଆମର ସମୃଦ୍ଧ ବୟନ ପରମ୍ପରାକୁ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଆଇସିଏଆର୍ ପୁସାରେ ଆୟୋଜିତ ଏମ୍. ଏସ୍. ସ୍ୱାମୀନାଥନ୍ ଜନ୍ମ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମେଳନର ଉଦ୍‌ଘାଟନ କରି ଏହି ସମ୍ମିଳନୀକୁ…

ଭୁବନେଶ୍ଵର: ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଦିଲ୍ଲୀ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ଏକତା, ବିନମ୍ରତା ଓ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ତ୍ତବ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ସେ ଏହାକୁ ଜନସେବା ପ୍ରତି ଅତୁଟ ସଂକଳ୍ପ ଓ ନିରନ୍ତର ପ୍ରୟାସର…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୬ ଅଗଷ୍ଟ ପ୍ରାୟ ୧୨.୧୫ ସମୟରେ ଦିଲ୍ଲୀର କର୍ତ୍ତବ୍ୟ ପଥସ୍ଥିତ କର୍ତ୍ତବ୍ୟ ଭବନ ପରିଦର୍ଶନ କରି ଏହାର ଉଦଘାଟନ କରିବେ। ଏହା…

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା(ପିପିସି) -୨୦୨୫ ଗୋଟିଏ ମାସରେ ସର୍ବାଧିକ ପଞ୍ଜୀକରଣ ପାଇଁ ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡରେ ସ୍ଥାନ ପାଇଛି। କେନ୍ଦ୍ର ଶିକ୍ଷା…