ଜାତୀୟ ଖବର ‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସେବା ତୀର୍ଥକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି। ଏଥିସହିତ ଦେଶବାସୀଙ୍କ ସେବା କରିବା ପାଇଁ ନିଜର ଅତୁଟ ସଂକଳ୍ପକୁ ଦୋହରାଇଛନ୍ତି।…