ଆଞ୍ଚଳିକ ସର୍ପାଘାତରେ ମହିଳା ମୃତ କନ୍ଦର୍ପ ବେହେରା ରେଢ଼ାଖୋଲ: ନାକଟିଦେଉଳ ଥାନା ବାଟଗାଁରେ ଜନୈକା ମହିଳା ଘର ପଛପଟେ ଘାସ ଉପାଡୁଥିବା ସମୟରେ ଏକ ବିଷଧର ନାଗସାପ କାମୁଡିବାରୁ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି।…