ଆଜିର ଖବର ମହାକୁମ୍ଭରେ ଆଖଡ଼ା: ସମାବେଶୀ ଓ ପ୍ରତିବଦ୍ଧ ସମାଜିକ ନେତୃତ୍ୱର ଅନନ୍ୟ ନିଦର୍ଶନ ନୂଆଦିଲ୍ଲୀ: ସନାତନ ସମ୍ପ୍ରଦାୟ, ପରମ୍ପରା ଓ ଅଭ୍ୟାସରେ ଆଖଡ଼ା ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗ୍ରହଣ କରେ। ‘ଅଖଣ୍ଡ’ ଶବ୍ଦରୁ ସୃଷ୍ଟି ଏହି ବିଚାରଧାରା ପ୍ରଥମେ ଆଦିଗୁରୁ ଶଙ୍କରାଚାର୍ଯ୍ୟଙ୍କ…