ଜାତୀୟ ଖବର ନିଖିଳ ଭାରତ ସମବାୟ ସପ୍ତାହ ଉପଲକ୍ଷେ ମୁଖ୍ୟମନ୍ତ୍ରୀ କହିଲେ ଏପରି କଥା ଭୁବନେଶ୍ୱର : ୬୯ତମ ନିଖିଳ ଭାରତ ସମବାୟ ସପ୍ତାହ ପାଳନର ଦ୍ୱିତୀୟ ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଭିଡ଼ିଓ ବାର୍ତ୍ତା ଯୋଗେ ରାଜ୍ୟର ସମବାୟ ଆନ୍ଦୋଳନକୁ…