ଜାତୀୟ ଖବର ନିଟ୍ ଆନ୍ଦୋଳନକାରୀ ଛାତ୍ରଛାତ୍ରୀଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଆଶ୍ୱସ୍ତି: ସମସ୍ତ ମାମଲା ରଦ୍ଦ ନୂଆଦିଲ୍ଲୀ: ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦକୁ ନେଇ ଦେଶବ୍ୟାପୀ ଆନ୍ଦୋଳନ କରିଥିବା ଛାତ୍ରଛାତ୍ରୀଙ୍କୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଏକ ବଡ଼ ଆଇନଗତ ଆଶ୍ୱସ୍ତି ମିଳିଛି। ସମ୍ବିଧାନର ଧାରା ୧୪୨…