ନିପୁଣ ଓଡିଶା ମେଳା

ରଣପୁର: ରଣପୁର ବିଜ୍ଞାପିତ ପରିଷଦ ଅନ୍ତର୍ଗତ ମଙ୍ଗରାଜପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନରସିଂହପୁର କ୍ଲଷ୍ଟରର ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ କ୍ଲଷ୍ଟରର ସି.ଆର.ସି.ସି.…