ଆଜିର ଖବର ନିରାପଦ ଟ୍ରେନ ପରିଚାଳନାରେ ଉଲ୍ଲେଖନୀୟ ସତର୍କତା ପାଇଁ ଟେକ୍ନିସିଆନଙ୍କୁ ପୂର୍ବତଟ ରେଳପଥର ସମ୍ମାନ ଭୁବନେଶ୍ୱର: ସୁରକ୍ଷିତ ରେଳ ଚଳାଚଳ ସୁନିଶ୍ଚିତ କରିବା ଦିଗରେ ଉଲ୍ଲେଖନୀୟ ସତର୍କତା ଏବଂ ବୃତ୍ତିଗତ ପ୍ରତିବଦ୍ଧତା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ରାୟଗଡ଼ା ରେଳମଣ୍ଡଳ ଅନ୍ତର୍ଗତ ଟେକ୍ନିସିଆନ୍…