ବିଶେଷ ଖବର କନ୍ଧମାଳରେ ୫୦୦ କୋଟିର ମେଡିକାଲ କଲେଜ ଓ ହସ୍ପିଟାଲ ନିର୍ମାଣ କାମ ଠିକ୍ ସମୟରେ ଶେଷ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କନ୍ଧମାଳ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୬…