ବିଶେଷ ଖବର ନିର୍ଦ୍ବନ୍ଦରେ ରାଜ୍ୟସଭାକୁ ନିର୍ବାଚିତ ହେବାପରେ ବିଜେପି ତରଫରୁ ଦେବାଶିଷଙ୍କୁ ସ୍ବାଗତ ଭୁବନେଶ୍ବର: ନିର୍ଦ୍ବନ୍ଦରେ ରାଜ୍ୟସଭାକୁ ନିର୍ବାଚିତ ହୋଇ ଗଲେ ଦେବାଶିଷ ସାମନ୍ତରାୟ। ଗୁରୁବାରରେ ତାଙ୍କୁ ରାଜ୍ୟସଭା ନିର୍ବାଚନର ରିଟର୍ଣ୍ଣିଂ ଅଫିସର ନିର୍ବାଚିତ ହୋଇଥିବା ପ୍ରମାଣ ପତ୍ର ପ୍ରଦାନ କରିଛନ୍ତି।…