ନିର୍ବାଚନ ଜିତିଲେ ପୂର୍ବତନ ମୁଖ୍ୟ ସଚିବ

ଭୁବନେଶ୍ବର: ନିର୍ବାଚନ ଜିତିଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା। ପ୍ରଥମ ଥର ପାଇଁ ସେ ନିର୍ବାଚନ ମଇଦାନରେ ପ୍ରତିଦ୍ବନ୍ଦିତା କରି ଏହି ବାଜି ମାରିଛନ୍ତି।…