ଆଜିର ଖବର ରାମେଶ୍ୱର-ପାରାଦୀପ ଉପକୂଳ ରାଜପଥ ନିର୍ମାଣ ଲାଗି ନିଲାମ କ୍ରେତା ମଧ୍ୟରେ ପ୍ରବଳ ଆଗ୍ରହ ନୂଆଦିଲ୍ଲୀ: ଓଡ଼ିଶାର ରାମେଶ୍ୱରରୁ ପାରାଦୀପ ପର୍ଯ୍ୟନ୍ତ ୧୬୦ କିଲୋମିଟର ଲମ୍ବ ଉପକୂଳ ଜାତୀୟ ରାଜପଥ ନିର୍ମାଣ ପାଇଁ ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (ଏନଏଚଏଆଇ) କୁ ନିଲାମ କ୍ରେତା…