ଆଜିର ଖବର ଭୁବନେଶ୍ୱରରେ ପୁଣି ବ୍ରାଉନସୁଗାର କାରବାରର ପର୍ଦ୍ଦାଫାସ, ୨୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ; ଜଣେ ଗିରଫ ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ନିଶା କାରବାର ବିରୋଧରେ ପୁଲିସର ଜୋରଦାର ଅଭିଯାନ ଜାରି ରହିଛି। ଏହି କ୍ରମରେ କମିଶନରେଟ ପୁଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା।…