ବିଶେଷ ଖବର ଓଡ଼ିଶା ହେବ ସମ୍ପୂର୍ଣ୍ଣ ନିଶାମୁକ୍ତ: ୧୦୦ ସପ୍ତାହର ବ୍ୟାପକ ‘ଜନ-ଆନ୍ଦୋଳନ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ‘ନିଶାମୁକ୍ତ ଯୁବ – ବିକଶିତ ଭାରତ ସଂକଳ୍ପ ଅଭିଯାନ’ର ଶୁଭାରମ୍ଭ ଅବସରରେ ଓଡ଼ିଶାକୁ ଏକ ସମ୍ପୂର୍ଣ୍ଣ ନିଶାମୁକ୍ତ ରାଜ୍ୟ ଭାବେ ଗଢ଼ିତୋଳିବାକୁ ରାଜ୍ୟ ସରକାର ଦୃଢ଼ ସଂକଳ୍ପ…