ବିଶେଷ ଖବର ଏଣିକି +3 କଳା ବାଣିଜ୍ୟ ବିଜ୍ଞାନରେ ପଢାଯିବ ‘ନୀତିଶାସ୍ତ୍ର ଓ ମୂଲ୍ୟବୋଧ’, ଉନମୋଚିତ ହେଲା ପୁସ୍ତକ ଭୁବନେଶ୍ୱର: ଓଡ଼ିଶାର ଉଚ୍ଚଶିକ୍ଷା କ୍ଷେତ୍ରରେ ନୀତିଶାସ୍ତ୍ର ଓ ମୂଲ୍ୟବୋଧ ଶିକ୍ଷାକୁ ଅନ୍ତର୍ଭୁକ୍ତ କରିବା ନିମନ୍ତେ ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ଏକ ସଂପୂର୍ଣ୍ଣ ପାଠ୍ୟଖସଡ଼ା ପ୍ରସ୍ତୁତ କରିଛନ୍ତି।…