ବିଶେଷ ଖବର କଳିଙ୍ଗ ଷ୍ଟାଡିୟମରେ ୨୫୦ ନୂଆ ଆମ୍ବୁଲାନସ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ବର: ଆମ୍ବୁଲାନ୍ସ ସେବାର ଦକ୍ଷତା ଆଣି କମ୍ ସମୟରେ ରୋଗୀଙ୍କୁ ହସ୍ପିଟାଲ ପହଞ୍ଚାଇବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କଳିଙ୍ଗ ଷ୍ଟାଡିୟମ ଠାରେ…