ଆଜିର ଖବର ପ୍ରଶାସନର ନୂଆ କାର୍ଯ୍ୟକ୍ରମ ‘ଶିଶୁ ଅନୁକୂଳ ସୁନ୍ଦରଗଡ଼’: ପିଲାଙ୍କ ଉପଯୋଗୀ ହେବ ଜିଲ୍ଲାର ସମସ୍ତ ଗ୍ରାମପଞ୍ଚାୟତ ସୁନ୍ଦରଗଡ଼: ଶିଶୁ ଓ କିଶୋର ହେଉଛନ୍ତି ଦେଶର ଭବିଷ୍ୟତ। ତେଣୁ ସେମାନଙ୍କ ଜୀବନ ଓ ସ୍ୱପ୍ନକୁ ସୁରକ୍ଷିତ କରିବା ପାଇଁ ଆମ ସମାଜକୁ ପିଲାଙ୍କ ଉପଯୋଗୀ କରିବାକୁ…