ଜାତୀୟ ଖବର ରାଜ୍ୟରେ ଖୋଲିବ ୩୬ ନୂଆ ଥାନା, ନିଯୁକ୍ତି ହେବେ ୫୬୩ ଜଣ, ଜାଣନ୍ତୁ କେଉଁଠି ଭୁବନେଶ୍ୱର: ବର୍ଦ୍ଧିତ ଜନସଂଖ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜ୍ୟରେ ଆଉ ୩୬ଟି ନୂଆ ପୋଲିସ ଥାନା ଖୋଲିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ…