ଆଜିର ଖବର “ନୂତନ ଭାରତର ନୂତନ ଶିକ୍ଷା ନୀତି ଅଭିଯାନ” ର ଶୁଭାରମ୍ଭ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବଲପୁର: ବିକଶିତ ଏବଂ ଭବ୍ୟ ଭାରତ ଶିକ୍ଷା ମାଧ୍ୟମରେ ହିଁ ହୋଇପାରିବ ବୋଲି ଆଜି ସମ୍ବଲପୁର ଶାସନ ପାବନ ସରୋବର ଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କରକମଳରେ…