ଆଜିର ଖବର ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ମଧ୍ୟରେ ସଞ୍ଜୟ ରାଉତଙ୍କୁ ଜେରା ପାଇଁ ନୋଟିସ ଜାରି କଲା ଇଡି ମୁମ୍ବାଇ: ମହାରାଷ୍ଟ୍ର ରାଜନୈତିକ ସଙ୍କଟ ମଧ୍ୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବରିଷ୍ଠ ଶିବସେନା ନେତା ତଥା ରାଜ୍ୟସଭା ସାଂସଦ ସଞ୍ଜୟ ରାଉତଙ୍କୁ ନୋଟିସ ଦିଆଯାଇଛି। ଆସନ୍ତାକାଲି ଅର୍ଥାତ୍…