ଆଜିର ଖବର ଦୀର୍ଘ ସାତ ମାସ ପରେ ପର୍ଯ୍ୟଟକଙ୍କ ପାଇଁ ଚିଲିକାରେ ଚାଲିଲା ଡଙ୍ଗା ସୀତାରାମ ଅଗ୍ରଓ୍ବାଲ ବାଲୁଗାଁ : କରୋନାକୁ ଦୃଷ୍ଟିରେ ରଖି ସାରା ରାଜ୍ୟରେ ଲକ୍ଡାଉନ୍ ଜାରି ରହିଥିବାବେଳେ ରାଜ୍ୟର ପର୍ଯ୍ୟଟନ ସ୍ଥଳୀଗୁଡିକ ବନ୍ଦ ରହିଥିଲା। କରୋନା ସଂକ୍ରମଣ ହ୍ରାସକୁ…