ଅପରାଧ ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ହଡ଼ପ: ୩ ପଞ୍ଚାୟତ ଅଧିକାରୀ ଗିରଫ ଭୁବନେଶ୍ବର : ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ଆତ୍ମସାତ କରିବା ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଅଧୀନ ୩ ଜଣ ପଞ୍ଚାୟତସ୍ତରୀୟ ଅଧିକାରୀଙ୍କୁ ଗିରଫ କରିଛି ଭିଜିଲାନ୍ସ।…