ପଞ୍ଚାୟତ ନିର୍ବାଚନ ଦ୍ବିତୀୟ ପର୍ଯ୍ୟାୟ

ଭୁବନେଶ୍ବର: ଆସନ୍ତାକାଲି ହେବ ପଞ୍ଚାୟତ ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ। ଏହି ଭୋଟ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇ ଅପରାହ୍ନ ୧ ଟା ପର୍ଯ୍ୟନ୍ତ…