ପଞ୍ଚାୟତ ସମିତିର ଦ୍ୱାଦଶତମ ବୈଠକ

ରମେଶ ମହାନ୍ତି ଜଗତସିଂହପୁର: ତିର୍ତ୍ତୋଲ ବ୍ଲକ ଦୁର୍ନୀତିର ଗନ୍ତାଘର ପାଲଟିଥିବା ବେଳେ ଏଠି ଅଫିସର୍ ରାଜ୍ ଚାଲିଥିବା ଅଭିଯୋଗ ହୋଇଛି। ତିର୍ତ୍ତୋଲ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଅନୁଷ୍ଠିତ…