ପଥର କଟା ମେସିନ

ଚାନ୍ଦପୁର: ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅନ୍ତର୍ଗତ ପଟିଆ ଅଞ୍ଚଳରେ ଏକ ବେଆଇନ ପଥର ଖଣିରୁ ଶହ ଶହ ମାଙ୍କଡା ପଥର ଲୁଟ ହେଉଥିବାର ଅଭିଯୋଗ ହୋଇଆସୁଥିଲା। …