ଆଜିର ଖବର ଦୁର୍ଗା ପୂଜା ଅବସରରେ ରାଜ୍ୟବାସୀଙ୍କୁ ବିରୋଧୀ ଦଳ ନେତାଙ୍କ ଶୁଭେଚ୍ଛା ଭୁବନେଶ୍ୱର: ପବିତ୍ର ଦୁର୍ଗାପୂଜା ଅବସରରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓଡିଶା ବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ମାତୃଶକ୍ତି ଆରାଧନାର ଏ ମହାନ ପର୍ବ…