ଆଞ୍ଚଳିକ ଡଇଁଚା ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକ୍ ସ୍ତରୀୟ ବିଜ୍ଞାନ, ଗଣିତ ଓ ପରିବେଶ ମେଳା କନ୍ଦର୍ପ ବେହେରା ରେଢାଖୋଲ: ନାକଟିଦେଉଳ ବ୍ଲକ୍ ର ଡଇଁଚା ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକ୍ ସ୍ତରୀୟ ବିଜ୍ଞାନ, ଗଣିତ ଓ ପରିବେଶ ମେଳା ଅନୁଷ୍ଠିତ ହୋଇଯାଇଛି।…