ବିଶେଷ ଖବର ପଳାତକ ଅପରାଧୀଙ୍କ ବିରୋଧରେ ରଣନୀତି, ୩୬ଟି ଦେଶରୁ ୨୭୪ ଜଣଙ୍କୁ ଫେରାଇ ଅଣାଯାଇଛି ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଏବଂ କେନ୍ଦ୍ର ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ମାର୍ଗଦର୍ଶନରେ ପଳାତକ ଅପରାଧୀଙ୍କ ବିରୋଧରେ ଏକ ନିର୍ଣ୍ଣାୟକ ଆଭିମୁଖ୍ୟ…