ଜାତୀୟ ଖବର ପଶ୍ଚିମବଂଗରେ ବିଜେପି କେତେ ସିଟ ପାଇବ ବୋଲି ଭବିଷ୍ୟବାଣୀ କଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି କୋଲକାତା, ପଶ୍ଚିମବଙ୍ଗରେ ଟିଏମସି 200ରୁ ଅଧିକ ଆସନ ଜିତିବ। ଏପରି ଦ୍ରୁଢକ୍ତି ପ୍ରକାଶ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ନନ୍ଦିଗ୍ରାମରେ ଆୟୋଜିତ ଏକ ସାଧାରଣ ସଭାରେ…