ଆଜିର ଖବର ପଶ୍ଚିମବଙ୍ଗରେ ପୀଡିତା ଓଡ଼ିଆ ଝିଅ, ତାଙ୍କ ମା ଓ ମହିଳା କମିଶନ୍ ଅଧ୍ୟକ୍ଷାଙ୍କ ସହିତ କଣ କଥା ହେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ପଶ୍ଚିମ ବଙ୍ଗର ଦୁର୍ଗାପୁର ଠାରେ ଗଣ ଦୁଷ୍କର୍ମ ର ଶିକାର ହୋଇଥିବା ଓଡ଼ିଆ ଝିଅ, ତାଙ୍କ…