ବିଶେଷ ଖବର ଅପରାଜିତାଙ୍କ ସଂସଦୀୟ କ୍ଷେତ୍ରରେ ଭି କେ ପାଣ୍ଡିଆନଙ୍କ ଗର୍ଜ୍ଜନ, ସାଂସଦଙ୍କ ମୁଣ୍ଡ ଖରାପ ଭୁବନେଶ୍ବର: ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ଦିନେ 5T ସଚିବଙ୍କ ବିରୋଧରେ ଗର୍ଜ୍ଜନ କରୁଥିଲେ। ସେ କାହିଁକି ବିଭିନ୍ନ ଜିଲ୍ଲା ଗସ୍ତ କରୁଛନ୍ତି ବୋଲି ପ୍ରଶ୍ନ କରିଥିଲେ।…