ଆଜିର ଖବର ବାଣପୁରରୁ ୧୧ କିଲୋରୁ ଉର୍ଦ୍ଧ୍ଵ ଗଞ୍ଜେଇ ଜବତ: ଅଭିଯୁକ୍ତ ଗିରଫ ବାଣପୁର: ଖୋର୍ଦ୍ଧା ଜିଲ୍ଲା ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶ କ୍ରମେ ଟାଙ୍ଗୀ ରେଞ୍ଜ ଅବକାରୀ ନିରୀକ୍ଷକ ରାଧାକାନ୍ତ ଭୋଇଙ୍କ ତତ୍ତ୍ଵାବଧାନରେ ବାଲୁଗାଁ ଅବକାରୀ ଅଧିକାରୀ ସୁଜିତ୍…