ଆଜିର ଖବର ଗ୍ୟାସ ସିଲିଣ୍ଡର ଫାଟି ଯୁବକଙ୍କ ଅବସ୍ଥା ସଂକଟାପର୍ଣ୍ଣ କେନ୍ଦ୍ରାପଡା: କେନ୍ଦ୍ରାପଡା ସଦରଥାନା ଅଧିନ କପାଳେଶ୍ୱର ପଂଚାୟତର କପାଳେଶ୍ୱର ଗ୍ରାମରେ ଗ୍ୟାସ ସିଲିଣ୍ଡର ଫାଟି ଜଣେ ଯୁବକ ଗୁରୁତର ହୋଇଥିବା ଜଣାପଡିଛି। ସେହି ଗ୍ରାମର ସାବିର ମହମ୍ମଦଙ୍କ…